Deuteronomy 12:31 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ପାଇଁ ଏପରି କର ନାହିଁ। ତୁମ୍ଭମାନଙ୍କର ସଦାପ୍ରଭୁଙ୍କର ଉପାସନା ସପରେି କର ନାହିଁ। କାରଣ ସେ ଲୋକମାନେ ଏପରି କର୍ମମାନ କରୁଥିଲେ ଯାହାକକ୍ସ୍ଟ ସଦାପ୍ରଭୁ ଘୃଣା କରନ୍ତି। ସମାନେେ ଆପଣା ଦବେତାଗଣଙ୍କ ଉଦ୍ଦେଶ୍ଯ ରେ ଆପଣାର ସନ୍ତାନମାନଙ୍କୁ ଅଗ୍ନି ରେ ଦଗ୍ଧ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ପ୍ରତି ତଦ୍ରୂପ କରିବ ନାହିଁ; କାରଣ ସଦାପ୍ରଭୁ ଯାହା ଘୃଣା କରନ୍ତି; ଏପରି ଯାବତୀୟ ଘୃଣ୍ୟ କର୍ମ ସେମାନେ ଆପଣା ଆପଣା ଦେବତାଗଣର ଉଦ୍ଦେଶ୍ୟରେ କରିଅଛନ୍ତି; ମଧ୍ୟ ସେମାନେ ଆପଣା ଆପଣା ଦେବତାଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର ଓ ଆପଣା ଆପଣା କନ୍ୟାଗଣକୁ ହିଁ ଅଗ୍ନିରେ ଦଗ୍ଧ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଏପରି କର ନାହିଁ। ତୁମ୍ଭମାନଙ୍କ ସଦାପ୍ରଭୁଙ୍କର ଉପାସନା ସେପରି କର ନାହିଁ। କାରଣ ସେ ଲୋକମାନେ ଏପରି କର୍ମମାନ କରୁଥିଲେ ଯାହାକୁ ସଦାପ୍ରଭୁ ଘୃଣା କରନ୍ତି। ସେମାନେ ଆପଣା ଦେବତାଗଣଙ୍କ ଉଦ୍ଦେଶ୍ୟରେ ଆପଣାର ସନ୍ତାନମାନଙ୍କୁ ଅଗ୍ନିରେ ଦଗ୍ଧ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ତଦ୍ରୂପ କରିବ ନାହିଁ; କାରଣ ସଦାପ୍ରଭୁ ଯାହା ଘୃଣା କରନ୍ତି; ଏପରି ସମଗ୍ର ଘୃଣ୍ୟ କର୍ମ ସେମାନେ ଆପଣା ଆପଣା ଦେବତାଗଣର ଉଦ୍ଦେଶ୍ୟରେ କରିଅଛନ୍ତି; ମଧ୍ୟ ସେମାନେ ଆପଣା ଆପଣା ଦେବତାଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର ଓ ଆପଣା ଆପଣା କନ୍ୟାଗଣକୁ ମଧ୍ୟ ଅଗ୍ନିରେ ଦଗ୍ଧ କରନ୍ତି।
Odia IRV 2017 (ଓଡିଆ ବାଇବେଲ)