Deuteronomy 12:4 — Compare Translations
5 translations compared side by side
Odia - 1840
" ସହେି ଲୋକମାନେ ସମାନଙ୍କେର ଦବଗେଣଙ୍କକ୍ସ୍ଟ ସମାନେେ ପୂଜା କଲାପରି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶଓରଙ୍କୁ ସହେି ଉପାସନା କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ପ୍ରତି ସେରୂପ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ଲୋକମାନେ ସେମାନଙ୍କର ଦେବଗଣଙ୍କୁ ସେମାନେ ପୂଜା କଲାପରି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ସେହି ଉପାସନା କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେରୂପ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେରୂପ କରିବ ନାହିଁ।