Deuteronomy 12:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ସମସ୍ତ ଗୋଷ୍ଠୀ ମଧ୍ଯରକ୍ସ୍ଟ ଏକ ସ୍ଥାନ ମନୋନୀତ କରିବେ, ଯେଉଁଠା ରେ ତାଙ୍କର ନାମ ଉପାସନା ହବୋ ଉଚିତ୍। ତୁମ୍ଭର ସଠାେକକ୍ସ୍ଟ ୟିବା ଉଚିତ୍ ଏବଂ ତାଙ୍କୁ ଖାଜେିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ଵେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସମସ୍ତ ଗୋଷ୍ଠୀ ମଧ୍ୟରୁ ଏକ ସ୍ଥାନ ମନୋନୀତ କରିବେ, ଯେଉଁଠାରେ ତାଙ୍କର ନାମ ଉପାସନା ହେବା ଉଚିତ୍। ତୁମ୍ଭର ସେଠାକୁ ଯିବା ଉଚିତ୍ ଏବଂ ତାଙ୍କୁ ଖୋଜିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;