Deuteronomy 12:6 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସହେି ସ୍ଥାନକକ୍ସ୍ଟ ନିଜ ନିଜ ହାମବେଳି ଓ ନିଜ ନିଜ ବଳିଦାନ ଓ ନିଜ ନିଜ ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତୋଳନୀଯ ଉପହାର ନିଜ ନିଜ ମାନତ ଦ୍ରବ୍ଯ, ସ୍ବେଛାଦତ ନବୈେଦ୍ଯ ଓ ନିଜ ନିଜ ପଶକ୍ସ୍ଟ ପଲର ପ୍ରଥମଜାତ ସମସ୍ତଙ୍କକ୍ସ୍ଟ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ସେହି ସ୍ଥାନକୁ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ ଓ ଆପଣା ଆପଣା ଦଶମାଂଶ ଓ ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ଆପଣା ଆପଣା ମାନତ-ଦ୍ରବ୍ୟ ଓ ଆପଣା ଆପଣା ସ୍ଵେଚ୍ଛାଦତ୍ତ ନୈବେଦ୍ୟ ଓ ଆପଣା ଆପଣା ଗୋମେଷଦି ପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେହି ସ୍ଥାନକୁ ନିଜ ନିଜ ହୋମବଳି ଓ ନିଜ ନିଜ ବଳିଦାନ ଓ ନିଜ ନିଜ ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତୋଳନୀୟ ଉପହାର ନିଜ ନିଜ ମାନତ ଦ୍ରବ୍ୟ, ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଓ ନିଜ ନିଜ ପଶୁପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେମାନେ ସେହି ସ୍ଥାନକୁ ଆପଣା ଆପଣା ହୋମ-ନୈବେଦ୍ୟ, ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ଆପଣା ମାନତ ଦ୍ରବ୍ୟ, ଆପଣା ଆପଣା ସ୍ଵେଚ୍ଛାଦତ୍ତ ନୈବେଦ୍ୟ ଓ ଆପଣା ଆପଣା ଗୋମେଷଦି ପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ;
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେମାନେ ସେହି ସ୍ଥାନକୁ ଆପଣା ଆପଣା ହୋମ ନୈବେଦ୍ୟ, ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ଆପଣା ମାନତ ଦ୍ରବ୍ୟ, ଆପଣା ଆପଣା ସ୍ଵେଚ୍ଛାଦତ୍ତ ନୈବେଦ୍ୟ ଓ ଆପଣା ଆପଣା ଗୋମେଷଦି ପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ;