Deuteronomy 12:7 — Compare Translations
5 translations compared side by side
Odia - 1840
"ସହେି ସ୍ଥାନ ରେ ତୁମ୍ଭମାନେେ ଓ ତୁମ୍ଭମାନଙ୍କର ପରିବାର ସଦସ୍ଯଗଣ ସଦାପ୍ରଭୁଙ୍କ ଉପସ୍ଥିତ ରେ ଭୋଜନ କରିବ। ତୁମ୍ଭକୁ ଯାହା ପ୍ରାଲ୍ଗି ହାଇେଛି ସେଥି ରେ ଆନନ୍ଦିତ ହକ୍ସ୍ଟଅ, ଯେ ହତେକ୍ସ୍ଟ ସଦାପ୍ରଭୁ ତକ୍ସ୍ଟମ୍ଭଙ୍କକ୍ସ୍ଟ ଆଶୀର୍ବାଦ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେ ଯେ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେ କୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ଥାନରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପରିବାର ସଦସ୍ୟଗଣ ସଦାପ୍ରଭୁଙ୍କ ଉପସ୍ଥିତିରେ ଭୋଜନ କରିବ। ତୁମ୍ଭକୁ ଯାହା ପ୍ରାପ୍ତି ହୋଇଛି ସେଥିରେ ଆନନ୍ଦିତ ହୁଅ, ଯେହେତୁ ସଦାପ୍ରଭୁ ତୁମ୍ଭଙ୍କୁ ଆଶୀର୍ବାଦ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।
Odia IRV 2017 (ଓଡିଆ ବାଇବେଲ)