Deuteronomy 12:8 — Compare Translations
5 translations compared side by side
Odia - 1840
"ଏପରି ତୁମ୍ଭମାନେେ କରନାହିଁ, ଯାହାର ଦୃଷ୍ଟି ରେ ଯାହା ଭଲ, ସହେିପରି ଉପାସନା କର ନାହିଁ, ଯାହା ଆମ୍ଭେ ଏହି ସ୍ଥାନ ରେ କରୁଅଛକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାର ଦୃଷ୍ଟିରେ ଯାହା ଭଲ, ଏପରି କାର୍ଯ୍ୟ ଆମ୍ଭେମାନେ ପ୍ରତ୍ୟେକେ ଆଜି ଏ ସ୍ଥାନରେ କରୁଅଛୁ, ତଦ୍ରୂପ ତୁମ୍ଭେମାନେ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଏପରି ତୁମ୍ଭେମାନେ କର ନାହିଁ, ଯାହାର ଦୃଷ୍ଟିରେ ଯାହା ଭଲ, ସେହିପରି ଉପାସନା କର ନାହିଁ, ଯାହା ଆମ୍ଭେ ଏହି ସ୍ଥାନରେ କରୁଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାର ଦୃଷ୍ଟିରେ ଯାହା ଭଲ, ଏପରି କାର୍ଯ୍ୟ ଆମ୍ଭେମାନେ ପ୍ରତ୍ୟେକେ ଆଜି ଏ ସ୍ଥାନରେ କରୁଅଛୁ, ସେହିପରି ତୁମ୍ଭେମାନେ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯାହାର ଦୃଷ୍ଟିରେ ଯାହା ଭଲ, ଏପରି କାର୍ଯ୍ୟ ଆମ୍ଭେମାନେ ପ୍ରତ୍ୟେକେ ଆଜି ଏ ସ୍ଥାନରେ କରୁଅଛୁ, ସେହିପରି ତୁମ୍ଭେମାନେ କରିବ ନାହିଁ।