Deuteronomy 12:9 — Compare Translations

5 translations compared side by side

Odia - 1840
"କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦବେେ, ତହିଁରେ ତୁମ୍ଭମାନେେ ଏପର୍ୟ୍ଯନ୍ତ ଉପସ୍ଥିତ ହାଇନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏ ପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏ ପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।