Deuteronomy 13:1 — Compare Translations
5 translations compared side by side
Odia - 1840
"ଯଦି କୌଣସି ଭବିଷ୍ଯଦ୍ବକ୍ତା ଅବା କୌଣସି ସ୍ବପ୍ନଦର୍ଶକ ତୁମ୍ଭମାନଙ୍କୁ କୌଣସି ଆଶ୍ଚର୍ୟ୍ଯ କର୍ମମାନ ଦଖାେଏ ବା କୌଣସି ଚିହ୍ନ ଦଖାେଏ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍-ବକ୍ତା ଅବା କୌଣସି ସ୍ଵପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ,
Odia Bible ERV 2004 (ପବିତ୍ର ବାଇବଲ)
ମିଥ୍ୟାବାଦୀ ଭବିଷ୍ୟଦ୍ବକ୍ତା “ଯଦି କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ତୁମ୍ଭମାନଙ୍କୁ କୌଣସି ଆଶ୍ଚର୍ଯ୍ୟ କର୍ମମାନ ଦେଖାଏ ବା କୌଣସି ଚିହ୍ନ ଦେଖାଏ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ,
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ,