Deuteronomy 13:10 — Compare Translations

4 translations compared side by side

Odia - 1840
"ଆଉ ସେ ହେଉଛନ୍ତି ସହେି ସଦାପ୍ରଭୁ ୟିଏକି ତୁମ୍ଭମାନଙ୍କୁ ମିଶର ଦେଶରକ୍ସ୍ଟ ବାହାର କରି ଆଣିଥିଲେ। ଯେଉଁଠା ରେ ତୁମ୍ଭମାନେେ ଦାସପରି ଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ମରଣ ପର୍ଯ୍ୟନ୍ତ ତାହାକୁ ପ୍ରସ୍ତରାଘାତ କରିବ; ଯେହେତୁ ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରୁ ଭୁଲାଇ ନେବା ପାଇଁ ସେ ଚେଷ୍ଟା କଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ମରଣ ପର୍ଯ୍ୟନ୍ତ ତାହାକୁ ପ୍ରସ୍ତରାଘାତ କରିବ; ଯେହେତୁ ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରୁ ଭୁଲାଇ ନେବା ପାଇଁ ସେ ଚେଷ୍ଟା କଲା।
Odia IRV 2017 (ଓଡିଆ ବାଇବେଲ)
ତାହାର ମରଣ ପର୍ଯ୍ୟନ୍ତ ତାହାକୁ ପ୍ରସ୍ତରାଘାତ କରିବ; ଯେହେତୁ ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରୁ ଭୁଲାଇ ନେବା ପାଇଁ ସେ ଚେଷ୍ଟା କଲା।