Deuteronomy 13:11 — Compare Translations
5 translations compared side by side
Odia - 1840
"ତେଣୁ ସମସ୍ତ ଇଶ୍ରାୟେଲୀୟମାନେ ଏ ବିଷଯ ରେ ଶକ୍ସ୍ଟଣିବେ ଓ ଭୟଭୀତ ହବେେ। ଆଉ ଇଶ୍ରାୟେଲୀୟମାନେ ଏପରି ପୂନର୍ବାର ଦକ୍ସ୍ଟଷ୍କର୍ମ କରିବାକୁ ସାହସ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସମୁଦାୟ ଇସ୍ରାଏଲ ତାହା ଶୁଣିବେ ଓ ଭୟ କରିବେ, ପୁଣି ତୁମ୍ଭ ମଧ୍ୟରେ ଆଉ ଏପରି ଦୁଷ୍ଟତା କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସମସ୍ତ ଇସ୍ରାଏଲୀୟମାନେ ଏ ବିଷୟରେ ଶୁଣିବେ ଓ ଭୟଭୀତ ହେବେ। ଆଉ ଇସ୍ରାଏଲୀୟମାନେ ଏପରି ପୂନର୍ବାର ଦୁଷ୍କର୍ମ କରିବାକୁ ସାହସ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସମୁଦାୟ ଇସ୍ରାଏଲ ତାହା ଶୁଣିବେ ଓ ଭୟ କରିବେ, ପୁଣି ତୁମ୍ଭ ମଧ୍ୟରେ ଆଉ ଏପରି ଦୁଷ୍ଟତା କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସମୁଦାୟ ଇସ୍ରାଏଲ ତାହା ଶୁଣିବେ ଓ ଭୟ କରିବେ, ପୁଣି ତୁମ୍ଭ ମଧ୍ୟରେ ଆଉ ଏପରି ଦୁଷ୍ଟତା କରିବେ ନାହିଁ।