Deuteronomy 13:12 — Compare Translations

5 translations compared side by side

Odia - 1840
"ହକ୍ସ୍ଟଏତ ତୁମ୍ଭମାନେେ ତୁମ୍ଭମାନଙ୍କର ଏକ ନଗର ବିଷଯ ରେ ଖରାପ କଥା ଶକ୍ସ୍ଟଣିଥାଏ। ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭକୁ ବାସ କରିବା ପାଇଁ ଦବୋକକ୍ସ୍ଟ ଯାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ବାସ କରିବା ନିମନ୍ତେ ଯେ ଯେ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ,
Odia Bible ERV 2004 (ପବିତ୍ର ବାଇବଲ)
“ହୁଏତ ତୁମ୍ଭେମାନେ ତୁମ୍ଭମାନଙ୍କର ଏକ ନଗର ବିଷୟରେ ଖରାପ କଥା ଶୁଣିଥାଅ। ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭକୁ ବାସ କରିବା ପାଇଁ ଦେବାକୁ ଯାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାସ କରିବା ନିମନ୍ତେ ଯେଉଁ ଯେଉଁ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ,
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାସ କରିବା ନିମନ୍ତେ ଯେଉଁ ଯେଉଁ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ,