Deuteronomy 13:14 — Compare Translations
5 translations compared side by side
Odia - 1840
"ତବେେ ତୁମ୍ଭେ ବକ୍ସ୍ଟଝିବ, ଖାଜେିବ, ଭଲରୂପେ ପଗ୍ଭରି ବକ୍ସ୍ଟଝିବ। ଯଦି ତାହା ସତ୍ଯ ହକ୍ସ୍ଟଏ ଓ ତକ୍ସ୍ଟମ୍ଭ ମଧିଅରେ ଏପରି ଘୃଣ୍ଯ କର୍ମ କରାୟାଇ ଅଛି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ବୁଝିବ ଓ ଖୋଜିବ ଓ ଭଲ ରୂପେ ପଚାରିବ; ଆଉ ଦେଖ, ଯେବେ ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ତୁମ୍ଭ ମଧ୍ୟରେ ଏରୂପ ଘୃଣ୍ୟକର୍ମ କରାଯାଇଅଛି;
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେ ବୁଝିବ, ଖୋଜିବ, ଭଲରୂପେ ପଗ୍ଭରି ବୁଝିବ। ଯଦି ତାହା ସତ୍ୟ ହୁଏ ଓ ତୁମ୍ଭ ମଧ୍ୟରେ ଏପରି ଘୃଣ୍ୟ କର୍ମ କରାଯାଇ ଅଛି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ବୁଝିବ ଓ ଖୋଜିବ ଓ ଭଲ ରୂପେ ପଚାରିବ ଆଉ ଦେଖ, ଯେବେ ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ତୁମ୍ଭ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ବୁଝିବ ଓ ଖୋଜିବ ଓ ଭଲ ରୂପେ ପଚାରିବ ଆଉ ଦେଖ, ଯେବେ ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ତୁମ୍ଭ ମଧ୍ୟରେ ଏରୂପ ଘୃଣ୍ୟକର୍ମ କରାଯାଇଅଛି;