Deuteronomy 13:15 — Compare Translations
5 translations compared side by side
Odia - 1840
"ତବେେ ତୁମ୍ଭେ ନିଶ୍ଚଯ ସହେି ନଗର ନିବାସୀଙ୍କକ୍ସ୍ଟ ଖଣ୍ତା ରେ ଆଘାତ କରିବ। ପକ୍ସ୍ଟଣି ନଗର ଓ ତହିଁ ମଧ୍ଯସ୍ଥିତ ସମକ୍ସ୍ଟଦାଯ ଓ ତହିଁର ପଶକ୍ସ୍ଟମାନଙ୍କୁ ଖଣ୍ତା ଧାର ରେ ବର୍ଜ୍ଜିତ ରୂପେ ଧ୍ବଂସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ଼୍ଗଧାରରେ ଆଘାତ କରିବ, ପୁଣି ନଗର ଓ ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ଼୍ଗଧାରରେ ବର୍ଜିତ ରୂପେ ବିନଷ୍ଟ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନୀବାସୀଙ୍କୁ ଖଣ୍ଡାରେ ଆଘାତ କରିବ। ପୁଣି ନଗର ଓ ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଣ୍ତା ଧାରରେ ବର୍ଜିତ ରୂପେ ଧ୍ୱଂସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କରିବ, ପୁଣି ନଗର, ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କରିବ;
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କରିବ, ପୁଣି ନଗର, ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କରିବ;