Deuteronomy 13:16 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭମାନେେ ତହିଁର ଲକ୍ସ୍ଟଟିତ ଦ୍ରବ୍ଯ ସବୁ ନଗର ମଧିଅରେ ସଂଗ୍ରହ କର ଓ ନଇୟୋଅ, ସହେି ନଗରକକ୍ସ୍ଟ ସେଥି ମଧିଅରେ ଥିବା ସମସ୍ତ ସାମଗ୍ରିକକ୍ସ୍ଟ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଦଗ୍ଧ କର । ସହେି ସହର ସବୁ ଦିନ ପାଇଁ ଧ୍ବଂସ ହବୋ ଉଚିତ୍। ଆଉ ଏହା ପୂନଃନିର୍ମିତ ହବୋ ଉଚିତ୍ ନକ୍ସ୍ଟ ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ତହିଁର ଲୁଟିତ ଦ୍ରବ୍ୟସବୁ ତହିଁର ଛକ ମଧ୍ୟରେ ସଂଗ୍ରହ କରି ସେହି ନଗର ଓ ସେସକଳ ଦ୍ରବ୍ୟ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବ, ପୁଣି ତାହା ଅନନ୍ତକାଳୀନ ଢିପି ହେବ; ତାହା ପୁନର୍ବାର ନିର୍ମିତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେମାନେ ତହିଁର ଲୁଟିତ ଦ୍ରବ୍ୟ ସବୁ ନଗର ମଧ୍ୟରେ ସଂଗ୍ରହ କର ଓ ନେଇଯାଅ, ସେହି ନଗରକୁ ସେଥି ମଧ୍ୟରେ ଥିବା ସମସ୍ତ ସାମଗ୍ରୀକୁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଦ‌‌ଗ୍‌‌ଧ କର । ସେହି ସହର ସବୁଦିନ ପାଇଁ ଧ୍ୱଂସ ହେବା ଉଚିତ୍। ଆଉ ଏହା ପୂନଃନିର୍ମିତ ହେବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ତହିଁର ଲୁଟିତ ଦ୍ରବ୍ୟସବୁ ତହିଁର ଛକ ମଧ୍ୟରେ ସଂଗ୍ରହ କରି ସେହି ନଗର ଓ ସେହି ସମସ୍ତ ଦ୍ରବ୍ୟ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବ, ପୁଣି ତାହା ଅନନ୍ତକାଳୀନ ଢିପି ହେବ; ତାହା ପୁନର୍ବାର ନିର୍ମିତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)