Deuteronomy 13:17 — Compare Translations
5 translations compared side by side
Odia - 1840
"ସହେି ଦ୍ରବ୍ଯରକ୍ସ୍ଟ ଯାହା ଧ୍ବଂସ ହବୋ ଉଚିତ୍, ତୁମ୍ଭମାନେେ କିଛି ସଂଗ୍ରହ କରିବା ଉଚିତ୍ ନକ୍ସ୍ଟହଁ। ଏଥି ରେ ସଦାପ୍ରଭୁ ଆପଣା ପ୍ରଚଣ୍ତ କୋରଧରକ୍ସ୍ଟ ଫରେିବେ ଓ ତକ୍ସ୍ଟମ୍ଭପ୍ରତି କରୁଣା କରିବେ ଏବଂ ତୁମ୍ଭର ସଂଖ୍ଯା ବଢାଇବେ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କକ୍ସ୍ଟ ପ୍ରତିଜ୍ଞା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ତ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦ୍ରବ୍ୟରୁ ଯାହା ଧ୍ୱଂସ ହେବା ଉଚିତ୍, ତୁମ୍ଭେମାନେ କିଛି ସଂଗ୍ରହ କରିବା ଉଚିତ୍ ନୁହଁ। ଏଥିରେ ସଦାପ୍ରଭୁ ଆପଣା ପ୍ରଚଣ୍ତ କ୍ରୋଧରୁ ଫେରିବେ ଓ ତୁମ୍ଭ ପ୍ରତି କରୁଣା କରିବେ ଏବଂ ତୁମ୍ଭର ସଂଖ୍ୟା ବଢ଼ାଇବେ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ପ୍ରତିଜ୍ଞା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ;
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ;