Deuteronomy 13:18 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ଆଜ୍ଞା ମାନ ତାହା ମୁ (ମାଶାେ) ତୁମ୍ଭମାନଙ୍କୁ ଆଜି ଦେଉଛି ଏବଂ ତାଙ୍କ ଦୃଷ୍ଟି ରେ ଯାହା ଠିକ୍ ତାହା କର। ତା ହେଲେ ସେ ଯାହା ପ୍ରତିଜ୍ଞା କଲେ ତାହା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଯେ ଯେ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ଆଜ୍ଞା ମାନ ଯାହା ମୁଁ (ମୋଶା) ତୁମ୍ଭମାନଙ୍କୁ ଆଜି ଦେଉଛି ଏବଂ ତାଙ୍କ ଦୃଷ୍ଟିରେ ଯାହା ଠିକ୍ ତାହା କର। ତାହାହେଲେ ସେ ଯାହା ପ୍ରତିଜ୍ଞା କଲେ ତାହା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ।
Odia IRV 2017 (ଓଡିଆ ବାଇବେଲ)