Deuteronomy 13:2 — Compare Translations
5 translations compared side by side
Odia - 1840
"ଆଉ ସହେି ଚିହ୍ନ ଓ ଆଶ୍ଚର୍ୟ୍ଯକର୍ମ ଯଦି ସଫଳ ହକ୍ସ୍ଟଏ, ତୁମ୍ଭେ ସମାନଙ୍କେୁ ଜାଣି ନାହିଁ, ଏପରି ଅନ୍ୟ ଦବଗେଣଙ୍କ ବିଷଯ ରେ କ ହେ, 'ଆସ ଆମ୍ଭମାନେେ ସମାନଙ୍କେର ପଶ୍ଚାଦ୍ଗାମି ହବୋ ଓ ସମାନଙ୍କେ ସବୋ କରିବା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ଯଦି ସଫଳ ହୁଏ, ତୁମ୍ଭେ ସେମାନଙ୍କୁ ଜାଣି ନାହିଁ, ଏପରି ଅନ୍ୟ ଦେବଗଣଙ୍କ ବିଷୟରେ କହେ, ‘ଆସ ଆମ୍ଭେମାନେ ସେମାନଙ୍କର ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, “ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା;”
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା;