Deuteronomy 13:3 — Compare Translations
5 translations compared side by side
Odia - 1840
"ସହେି ଲୋକମାନଙ୍କର କଥା ଶକ୍ସ୍ଟଣି ନାହିଁ। କାରଣ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶଓରଙ୍କୁ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ ରମେ କରି ଅଛକି ନାହିଁ, ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ଵପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନଙ୍କର କଥା ଶୁଣ ନାହିଁ। କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରିଅଛ କି ନାହିଁ, ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)