Deuteronomy 13:4 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ପଶ୍ଚାଦଗମନ କରିବ। ତାହାଙ୍କକ୍ସ୍ଟ ଭୟ କରିବ। ତାହାଙ୍କ ଆଜ୍ଞା ସବୁ ପାଳନ କରିବ। ତାହାଙ୍କ ବାକ୍ଯ ପ୍ରତି ଧ୍ଯାନ ଦବେେ। ତାଙ୍କର ସବୋ କରିବ। ଏବଂ ତାଙ୍କଠା ରେ ଆସକ୍ତି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ପଶ୍ଚାଦ୍ଗମନ କରିବ ଓ ତାହାଙ୍କୁ ଭୟ କରିବ ଓ ତାହାଙ୍କ ଆଜ୍ଞାସବୁ ପାଳନ କରିବ ଓ ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ। ତାହାଙ୍କୁ ଭୟ କରିବ। ତାହାଙ୍କ ଆଜ୍ଞା ସବୁ ପାଳନ କରିବ। ତାହାଙ୍କ ବାକ୍ୟ ପ୍ରତି ଧ୍ୟାନ ଦେବ। ତାଙ୍କର ସେବା କରିବ। ଏବଂ ତାଙ୍କଠାରେ ଆସକ୍ତି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ।