Deuteronomy 13:7 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ଚତକ୍ସ୍ଟର୍ଦ୍ଦିଗସ୍ଥ ନିକଟବର୍ତ୍ତୀ ବା ତକ୍ସ୍ଟମ୍ଭଠାରକ୍ସ୍ଟ ଦୂରବର୍ତ୍ତୀ ପୃଥିବୀର ଏକ ପ୍ରାନ୍ତରକ୍ସ୍ଟ ଅନ୍ୟପ୍ରାନ୍ତ ପର୍ୟ୍ଯନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟପ୍ରାନ୍ତ ପର୍ଯ୍ୟନ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣ ସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ;”
Odia IRV 2017 (ଓଡିଆ ବାଇବେଲ)
ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣ ସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ;