Deuteronomy 13:8 — Compare Translations

5 translations compared side by side

Odia - 1840
"ସହେି ବ୍ଯକ୍ତିର କଥା ତୁମ୍ଭମାନେେ ଶକ୍ସ୍ଟଣିବା ଉଚିତ୍ ନକ୍ସ୍ଟହଁ। ସମାନଙ୍କେ ପାଇଁ ଅନକ୍ସ୍ଟକଐା ଦଖାେଅ ନାହିଁ। ତାଙ୍କୁ ମକ୍ସ୍ଟକ୍ତି ଦିଅ ନାହିଁ କି ତାଙ୍କୁ ସକ୍ସ୍ଟରକ୍ଷା ଦିଅନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବ୍ୟକ୍ତିର କଥା ତୁମ୍ଭେମାନେ ଶୁଣିବା ଉଚିତ୍ ନୁହଁ। ସେମାନଙ୍କ ପାଇଁ ଅନୁକମ୍ପା ଦେଖାଅ ନାହିଁ। ତାଙ୍କୁ ମୁକ୍ତି ଦିଅ ନାହିଁ କି ତାଙ୍କୁ ସୁରକ୍ଷା ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁ ଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ।