Deuteronomy 13:9 — Compare Translations
5 translations compared side by side
Odia - 1840
"ମାତ୍ର, ତୁମ୍ଭେ ସହେି ବ୍ଯକ୍ତିକକ୍ସ୍ଟ ହତ୍ଯା କରିବ। ତୁମ୍ଭେ ତାଙ୍କୁ ପଥର ରେ ଛଚେି ହତ୍ଯା କରିବ। ତୁମ୍ଭେ ପ୍ରଥମେ ତାଙ୍କୁ ପଥର ଫିଙ୍ଗିବ। କାହିଁକି ଜାଣ ସେ ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ଠାରକ୍ସ୍ଟ ଦୂ ରଇେ ନବୋକକ୍ସ୍ଟ ଗ୍ଭହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର, ତୁମ୍ଭେ ସେହି ବ୍ୟକ୍ତିକୁ ହତ୍ୟା କରିବ। ତୁମ୍ଭେ ତାଙ୍କୁ ପଥରରେ ଛେଚି ହତ୍ୟା କରିବ। ତୁମ୍ଭେ ପ୍ରଥମେ ତାଙ୍କୁ ପଥର ଫିଙ୍ଗିବ। କାହିଁକି ଜାଣ ସେ ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କଠାରୁ ଦୂରେଇ ନେବାକୁ ଗ୍ଭହାନ୍ତି। ଆଉ ସେ ହେଉଛନ୍ତି ସେହି ସଦାପ୍ରଭୁ ଯିଏକି ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଥିଲେ। ଯେଉଁଠାରେ ତୁମ୍ଭେମାନେ ଦାସ ପରି ଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ।