Deuteronomy 14:1 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ସନ୍ତାନ, ଯେତବେେଳେ ଜଣେ ମରି ଯାଉଛି ତୁମ୍ଭର ଦକ୍ସ୍ଟଃଖ ଜଣାଇବା ପାଇଁ ତୁମ୍ଭେ ତୁମ୍ଭର ଶରୀର କାଟି ପକାଇବ ନାହିଁ କିଅବା ଭୃଲତାର ମଧ୍ଯସ୍ଥଳ କ୍ଷୌର ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସନ୍ତାନ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ସଦାପ୍ରଭୁଙ୍କର ସ୍ୱତନ୍ତ୍ର ଲୋକ “ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ, ଯେତେବେଳେ ଜଣେ ମରି ଯାଉଛି ତୁମ୍ଭର ଦୁଃଖ ଜଣାଇବା ପାଇଁ ତୁମ୍ଭେ ତୁମ୍ଭର ଶରୀର କାଟି ପକାଇବ ନାହିଁ କିଅବା ଭୃଲତାର ମଧ୍ୟସ୍ଥଳ କ୍ଷୌର ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ।