Deuteronomy 14:10 — Compare Translations

5 translations compared side by side

Odia - 1840
"କିନ୍ତୁ ଜଳ ରେ ବାସ କରୁଥିବା ଜୀବ ଯେଉଁମାନଙ୍କର ଡଣୋ ବା କାତି ନାହିଁ, ସଗେକ୍ସ୍ଟଡିକ ଖାଅ ନାହିଁ, କାରଣ ସଗେକ୍ସ୍ଟଡିକ ତୁମ୍ଭମାନଙ୍କ ପାଇଁ ଅଶକ୍ସ୍ଟଚି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାହାର ଡେଣା ଓ କାତି ନାହିଁ, ତାହା ତୁମ୍ଭେମାନେ ଭୋଜନ କରିବ ନାହିଁ; ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଜଳରେ ବାସ କରୁଥିବା ଜୀବ ଯେଉଁମାନଙ୍କର ଡେଣା ବା କାତି ନାହିଁ, ସେଗୁଡ଼ିକ ଖାଅ ନାହିଁ, କାରଣ ସେଗୁଡ଼ିକ ତୁମ୍ଭମାନଙ୍କ ପାଇଁ ଅଶୁଚି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯାହାର ଡେଣା ଓ କାତି ନାହିଁ, ତାହା ତୁମ୍ଭେମାନେ ଭୋଜନ କରିବ ନାହିଁ; ତାହା ତୁମ୍ଭମାନଙ୍କ ନିମନ୍ତେ ଅଶୁଚି ଅଟେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯାହାର ଡେଣା ଓ କାତି ନାହିଁ, ତାହା ତୁମ୍ଭେମାନେ ଭୋଜନ କରିବ ନାହିଁ; ତାହା ତୁମ୍ଭମାନଙ୍କ ନିମନ୍ତେ ଅଶୁଚି ଅଟେ।