Deuteronomy 14:12 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭମାନେେ ଏହି ପକ୍ଷୀମାନଙ୍କୁ ଭୋଜନ କରିବନାହିଁ ଯଥା: ଉକ୍ରୋଶ ହାଡଭଙ୍ଗା ଓ ବହୀରି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏହିସବୁ ଭୋଜନ କରିବ ନାହିଁ, ଯଥା, ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ ଏହି ପକ୍ଷୀମାନଙ୍କୁ ଭୋଜନ କରିବ ନାହିଁ ଯଥା: ଉତ୍କ୍ରୋଶ ହାଡ଼ଭଙ୍ଗା ଓ ବହୀରି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏହିସବୁ ଭୋଜନ କରିବ ନାହିଁ, ଯଥା, ଉତ୍କ୍ରୋଶ ଓ ଶାଗୁଣା ଓ ବାଜ ଜାତୀୟ ପକ୍ଷୀ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏହିସବୁ ଭୋଜନ କରିବ ନାହିଁ, ଯଥା, ଉତ୍କ୍ରୋଶ ଓ ଶାଗୁଣା ଓ ବାଜ ଜାତୀୟ ପକ୍ଷୀ;