Deuteronomy 14:19 — Compare Translations
5 translations compared side by side
Odia - 1840
"ଗମନକାରୀ ପକ୍ଷବାନ ଜନ୍ତକ୍ସ୍ଟ ସକଳ ତୁମ୍ଭମାନଙ୍କ ପାଇଁ ଅଶକ୍ସ୍ଟଚି। ସମାନଙ୍କେୁ ଖାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗମନକାରୀ ପକ୍ଷବାନ ଜନ୍ତୁସକଳ ତୁମ୍ଭମାନଙ୍କ ପ୍ରତି ଅଶୁଚି; ସେମାନେ ଭୋଜନ କରାଯିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଗମନକାରୀ ପକ୍ଷବାନ ଜନ୍ତୁ ସକଳ ତୁମ୍ଭମାନଙ୍କ ପାଇଁ ଅଶୁଚି। ସେମାନଙ୍କୁ ଖାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଗମନକାରୀ ପକ୍ଷବାନ ଜନ୍ତୁସକଳ ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟନ୍ତି; ସେଗୁଡ଼ିକୁ ଭୋଜନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଗମନକାରୀ ପକ୍ଷବାନ ଜନ୍ତୁସକଳ ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟନ୍ତି; ସେଗୁଡିକୁ ଭୋଜନ କରିବ ନାହିଁ।