Deuteronomy 14:2 — Compare Translations
5 translations compared side by side
Odia - 1840
"କାହିଁକି ଜାଣ, କାରଣ ତୁମ୍ଭମାନେେ ଅନ୍ୟ ଲୋକମାନଙ୍କଠାରକ୍ସ୍ଟ ଭିନ୍ନ। ତୁମ୍ଭମାନେେ ସଦାପ୍ରଭୁଙ୍କର ପବିତ୍ର ଲୋକ। ପୃଥିବୀର ସମସ୍ତ ଲୋକମାନଙ୍କ ମଧ୍ଯରକ୍ସ୍ଟ ସେ ତୁମ୍ଭକୁ ପସନ୍ଦ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ପବିତ୍ର ଲୋକ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାହିଁକି ଜାଣ, କାରଣ ତୁମ୍ଭେମାନେ ଅନ୍ୟ ଲୋକମାନଙ୍କଠାରୁ ଭିନ୍ନ। ତୁମ୍ଭେମାନେ ସଦାପ୍ରଭୁଙ୍କର ପବିତ୍ର ଲୋକ। ପୃଥିବୀର ସମସ୍ତ ଲୋକମାନଙ୍କ ମଧ୍ୟରୁ ସେ ତୁମ୍ଭକୁ ପସନ୍ଦ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।