Deuteronomy 14:21 — Compare Translations

5 translations compared side by side

Odia - 1840
"ଆପେ ଆପେ ମରିୟାଇଥିବା କୌଣସି ମୃତ ପ୍ରାଣୀର ମାଂସ ଭକ୍ଷଣ କରିବ ନାହିଁ। ତୁମ୍ଭମାନେେ ଏହାକକ୍ସ୍ଟ ବିଦେଶୀମାନଙ୍କୁ ଭୋଜନ ପାଇଁ ଦଇପୋର, କିଅବା ବିଦେଶୀକକ୍ସ୍ଟ ତାହା ବିକ୍ରଯ କରିପାର। କାରଣ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ପବିତ୍ର ଲୋକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସ୍ଵୟଂମୃତ କୌଣସି ପ୍ରାଣୀର ମାଂସ ଭୋଜନ କରିବ ନାହିଁ; ତୁମ୍ଭେ ଆପଣା ନଗରଦ୍ଵାରବର୍ତ୍ତୀ କୌଣସି ବିଦେଶୀକି ତାହା ଭୋଜନାର୍ଥେ ଦେଇ ପାର; ଅବା ତୁମ୍ଭେ କୌଣସି ବିଦେଶୀ ନିକଟରେ ତାହା ବିକ୍ରୟ କରି ପାର; କାରଣ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ପବିତ୍ର ଲୋକ ଅଟ । ତୁମ୍ଭେ ଛାଗବତ୍ସକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଆପେ ଆପେ ମରିଯାଇଥିବା କୌଣସି ମୃତ ପ୍ରାଣୀର ମାଂସ ଭକ୍ଷ୍ୟଣ କରିବ ନାହିଁ। ତୁମ୍ଭେମାନେ ଏହାକୁ ବିଦେଶୀମାନଙ୍କୁ ଭୋଜନ ପାଇଁ ଦେଇପାର, କିଅବା ବିଦେଶୀକୁ ତାହା ବିକ୍ରୟ କରିପାର। କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ପବିତ୍ର ଲୋକ। “ତୁମ୍ଭେମାନେ କେବେ ବି ଛାଗବତ୍ସକୁ ତା’ର ମାତାର ଦୁ‌‌ଗ୍‌‌ଧରେ ରୋଷେଇ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସ୍ୱୟଂମୃତ କୌଣସି ପ୍ରାଣୀର ମାଂସ ଭୋଜନ କରିବ ନାହିଁ; ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ କୌଣସି ବିଦେଶୀକୁ ତାହା ଭୋଜନାର୍ଥେ ଦେଇ ପାର; ଅବା ତୁମ୍ଭେ କୌଣସି ବିଦେଶୀ ନିକଟରେ ତାହା ବିକ୍ରୟ କରିପାର; କାରଣ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ତୁମ୍ଭେ ଛାଗବତ୍ସକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସ୍ୱୟଂମୃତ କୌଣସି ପ୍ରାଣୀର ମାଂସ ଭୋଜନ କରିବ ନାହିଁ; ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ କୌଣସି ବିଦେଶୀକୁ ତାହା ଭୋଜନାର୍ଥେ ଦେଇ ପାର; ଅବା ତୁମ୍ଭେ କୌଣସି ବିଦେଶୀ ନିକଟରେ ତାହା ବିକ୍ରୟ କରି ପାର; କାରଣ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ତୁମ୍ଭେ ଛାଗବତ୍ସକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।