Deuteronomy 14:22 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ ବର୍ଷ ଆପଣା କ୍ଷେତ୍ରରକ୍ସ୍ଟ ଉତ୍ପନ୍ନ ଶସ୍ଯର ଦଶମାଂଶ ସାଇତି ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପ୍ରତି ବର୍ଷ ଆପଣା କ୍ଷେତ୍ରରୁ ଉତ୍ପନ୍ନ ବୀଜର ଦଶମାଂଶ ଅବଶ୍ୟ ପୃଥକ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦଶମାଂଶ ଦେବ “ପ୍ରତ୍ୟେକ ବର୍ଷ ଆପଣା କ୍ଷେତ୍ରରୁ ଉତ୍ପନ୍ନ ଶସ୍ୟର ଦଶମାଂଶ ସାଇତି ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପ୍ରତି ବର୍ଷ ଆପଣା କ୍ଷେତ୍ରରୁ ଉତ୍ପନ୍ନ ବୀଜର ଦଶମାଂଶ ଅବଶ୍ୟ ପୃଥକ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପ୍ରତି ବର୍ଷ ଆପଣା କ୍ଷେତ୍ରରୁ ଉତ୍ପନ୍ନ ବୀଜର ଦଶମାଂଶ ଅବଶ୍ୟ ପୃଥକ କରିବ।