Deuteronomy 14:23 — Compare Translations

5 translations compared side by side

Odia - 1840
"ଏହିସବୁ ପରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣା ନାମର ଉପାସନା ନିମନ୍ତେ ଯେଉଁସ୍ଥାନ ମନୋନୀତ କରିଛନ୍ତି ସହେି ସ୍ଥାନକକ୍ସ୍ଟ ୟାଅ। ସହେି ସ୍ଥାନ ରେ ତକ୍ସ୍ଟମ୍ଭ ଶସ୍ଯର ଦ୍ରାକ୍ଷାରସର ଓ ତୈଳର ଏକ ଦଶମାଂଶ ଦବୋ ଉଚିତ୍ ଓ ତକ୍ସ୍ଟମ୍ଭ ପଶକ୍ସ୍ଟର ପ୍ରଥମ ଜାତ ତୁମ୍ଭମାନେେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଭୋଜନ କରିବା ଉଚିତ୍। ଏହିପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶଓରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଦଶମାଂଶ ଓ ଆପଣା ଗୋମେଷାଦି ପଲର ପ୍ରଥମଜାତମାନଙ୍କୁ ତାହାଙ୍କ ସମ୍ମୁଖରେ ଭୋଜନ କରିବ; ଏହିରୂପେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମର ଉପାସନା ନିମନ୍ତେ ଯେଉଁସ୍ଥାନ ମନୋନୀତ କରିଛନ୍ତି ସେହି ସ୍ଥାନକୁ ଯାଅ। ସେହି ସ୍ଥାନରେ ତୁମ୍ଭ ଶସ୍ୟର ଦ୍ରାକ୍ଷାରସର ଓ ତୈଳର ଏକ ଦଶମାଂଶ ଦେବା ଉଚିତ୍ ଓ ତୁମ୍ଭ ପଶୁର ପ୍ରଥମଜାତ ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଭୋଜନ କରିବା ଉଚିତ୍। ଏହିପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଦଶମାଂଶ ଓ ଆପଣା ଗୋମେଷାଦି ପଲର ପ୍ରଥମଜାତମାନଙ୍କୁ ତାହାଙ୍କ ସମ୍ମୁଖରେ ଭୋଜନ କରିବ; ଏହିରୂପେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା ପାଇବ।
Odia IRV 2017 (ଓଡିଆ ବାଇବେଲ)