Deuteronomy 14:24 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ସହେି ସ୍ଥାନରକ୍ସ୍ଟ ଦୂର ରେ ବାସ କର ଏବଂ ସମସ୍ତ ଦ୍ରବ୍ଯ ସହିତ ସଠାେକକ୍ସ୍ଟ ୟିବାକକ୍ସ୍ଟ ସହଜ ନହକ୍ସ୍ଟଏ ଯେଉଁଠା ରେ ସେ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି କାରଣ ଏହା ସହେି ସ୍ଥାନଠାରକ୍ସ୍ଟ ବହକ୍ସ୍ଟତ ଦୂର ଯେଉଁଠା ରେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତାଙ୍କର ନାମ ସ୍ଥାପନ କରିବା ପାଇଁ ପସନ୍ଦ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଆଶୀର୍ବାଦ କରିବା ବେଳେ ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ତୁମ୍ଭଠାରୁ ଅତିରିକ୍ତ ଦୂର ହୁଏ, ତେଣୁ ସେହି ପଥ ତୁମ୍ଭ ପ୍ରତି ଅତିରିକ୍ତ ଦୀର୍ଘ ହେବା ହେତୁରୁ ତୁମ୍ଭେ ସେହି ଦ୍ରବ୍ୟ ବହି ନେବା ପାଇଁ ଅସମର୍ଥ ହୁଅ;
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ସେହି ସ୍ଥାନରୁ ଦୂରରେ ବାସ କର ଏବଂ ସମସ୍ତ ଦ୍ରବ୍ୟ ସହିତ ସେଠାକୁ ଯିବାକୁ ସହଜ ନ ହୁଏ ଯେଉଁଠାରେ ସେ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି କାରଣ ଏହା ସେହି ସ୍ଥାନଠାରୁ ବହୁତ ଦୂର ଯେଉଁଠାରେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତାଙ୍କର ନାମ ସ୍ଥାପନ କରିବା ପାଇଁ ପସନ୍ଦ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବା ବେଳେ ଯଦି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ତୁମ୍ଭଠାରୁ ଅତିରିକ୍ତ ଦୂର ହୁଏ, ତେଣୁ ସେହି ପଥ ତୁମ୍ଭ ପ୍ରତି ଅତିରିକ୍ତ ଦୀର୍ଘ ହେବା ସକାଶୁ ତୁମ୍ଭେ ସେହି ଦ୍ରବ୍ୟ ବୋହି ନେବା ପାଇଁ ଅସମର୍ଥ ହୁଅ;
Odia IRV 2017 (ଓଡିଆ ବାଇବେଲ)