Deuteronomy 14:26 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯାହା ଇଛା କର, ଗୋରୁ, ଛଳେି, ଦ୍ରାକ୍ଷାରସ, କି ଅବା ଯାହାକିଛି ତକ୍ସ୍ଟମ୍ଭ ପ୍ରାଣ ତକ୍ସ୍ଟମ୍ଭଠାରକ୍ସ୍ଟ ଚା ହେଁ ତହିଁ ପାଇଁ ତୁମ୍ଭେ ସହେି ଟଙ୍କା ଦବେ। ତୁମ୍ଭମାନେେ ସଠାେରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ଭୋଜନ କରି ତୁମ୍ଭେ ଓ ତକ୍ସ୍ଟମ୍ଭ ପରିବାର ଆନନ୍ଦ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ଗୋରୁ, କି ମେଷ, କି ଦ୍ରାକ୍ଷାରସ, କି ମଦ୍ୟ, କିଅବା ଯାହା କିଛି ତୁମ୍ଭ ପ୍ରାଣ ତୁମ୍ଭଠାରୁ ଚାହେଁ, ତହିଁ ପାଇଁ ତୁମ୍ଭେ ସେହି ଟଙ୍କା ଦେବ, ପୁଣି ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଭୋଜନ କରି ତୁମ୍ଭେ ଓ ତୁମ୍ଭ ପରିବାର ଆନନ୍ଦ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯାହା ଇଚ୍ଛା କର, ଗୋରୁ, ଛେଳି, ଦ୍ରାକ୍ଷାରସ, କିଅବା ଯାହାକିଛି ତୁମ୍ଭ ପ୍ରାଣ ତୁମ୍ଭଠାରୁ ଗ୍ଭହେଁ ତହିଁ ପାଇଁ ତୁମ୍ଭେ ସେହି ଟଙ୍କା ଦେବ। ତୁମ୍ଭେମାନେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରି ତୁମ୍ଭେ ଓ ତୁମ୍ଭ ପରିବାର ଆନନ୍ଦ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ଗୋରୁ, କି ମେଷ, କି ଦ୍ରାକ୍ଷାରସ, କି ମଦ୍ୟ, କିଅବା ଯାହା କିଛି ତୁମ୍ଭ ପ୍ରାଣ ତୁମ୍ଭଠାରୁ ଚାହେଁ, ତହିଁ ପାଇଁ ତୁମ୍ଭେ ସେହି ଟଙ୍କା ଦେବ, ପୁଣି ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରି ତୁମ୍ଭେ ଓ ତୁମ୍ଭ ପରିବାର ଆନନ୍ଦ କରିବ;
Odia IRV 2017 (ଓଡିଆ ବାଇବେଲ)