Deuteronomy 14:27 — Compare Translations
5 translations compared side by side
Odia - 1840
"କିନ୍ତୁ ଏକଥା ଭୂଲିୟାଅ ନାହିଁ ଯେ ଆପଣା ନଗର ଦ୍ବାରବର୍ତ୍ତୀ ଲବେୀୟ ଲୋକକୁ ତ୍ଯାଗ କରିବ ନାହିଁ, କାରଣ ସେ ତକ୍ସ୍ଟମ୍ଭ ସଙ୍ଗ ରେ କୌଣସି ଅଧିକାର ପାଇନାହିଁ। ତେଣୁ ତୁମ୍ଭେ ଖାଦ୍ୟ ରେ ତାଙ୍କୁ ଭାଗ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଆପଣା ନଗରଦ୍ଵାରବର୍ତ୍ତୀ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ; କାରଣ ସେ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏକଥା ଭୂଲିଯାଅ ନାହିଁ ଯେ, ଆପଣା ନଗର ଦ୍ୱାରବର୍ତ୍ତୀ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ, କାରଣ ସେ ତୁମ୍ଭ ସଙ୍ଗରେ କୌଣସି ଅଧିକାର ପାଇ ନାହିଁ। ତେଣୁ ତୁମ୍ଭେ ଖାଦ୍ୟରେ ତାଙ୍କୁ ଭାଗ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ; କାରଣ ସେ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ; କାରଣ ସେ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇ ନାହିଁ।