Deuteronomy 14:28 — Compare Translations
5 translations compared side by side
Odia - 1840
"ପ୍ରତି ତୃତୀୟ ବର୍ଷର ଶଷେ ରେ ତୁମ୍ଭେ ସହେି ବର୍ଷ ରେ ଉତ୍ପନ୍ନ ଆପଣା ଶସ୍ଯାଦିର ସମସ୍ତ ଦଶମାଂଶ ବାହାର କରି ଆଣି ଆପଣା ନଗର ଦ୍ବାର ଭିତ ରେ ସଞ୍ଚଯ କରି ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତି ତୃତୀୟ ବର୍ଷର ଶେଷରେ ତୁମ୍ଭେ ସେହି ବର୍ଷରେ ଉତ୍ପନ୍ନ ଆପଣା ଶସ୍ୟାଦିର ସମସ୍ତ ଦଶମାଂଶ ବାହାର କରି ଆଣି ଆପଣା ନଗରଦ୍ଵାର ଭିତରେ ସଞ୍ଚୟ କରି ରଖିବ;
Odia Bible ERV 2004 (ପବିତ୍ର ବାଇବଲ)
“ପ୍ରତି ତୃତୀୟ ବର୍ଷର ଶେଷରେ ତୁମ୍ଭେ ସେହି ବର୍ଷରେ ଉତ୍ପନ୍ନ ଆପଣା ଶସ୍ୟାଦିର ସମସ୍ତ ଦଶମାଂଶ ବାହାର କରି ଆଣି ଆପଣା ନଗର ଦ୍ୱାର ଭିତରେ ସଞ୍ଚୟ କରି ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତି ତୃତୀୟ ବର୍ଷର ଶେଷରେ ତୁମ୍ଭେ ସେହି ବର୍ଷରେ ଉତ୍ପନ୍ନ ଆପଣା ଶସ୍ୟାଦିର ସମସ୍ତ ଦଶମାଂଶ ବାହାର କରି ଆଣି ଆପଣା ନଗର-ଦ୍ୱାର ଭିତରେ ସଞ୍ଚୟ କରି ରଖିବ;
Odia IRV 2017 (ଓଡିଆ ବାଇବେଲ)
ପ୍ରତି ତୃତୀୟ ବର୍ଷର ଶେଷରେ ତୁମ୍ଭେ ସେହି ବର୍ଷରେ ଉତ୍ପନ୍ନ ଆପଣା ଶସ୍ୟାଦିର ସମସ୍ତ ଦଶମାଂଶ ବାହାର କରି ଆଣି ଆପଣା ନଗରଦ୍ୱାର ଭିତରେ ସଞ୍ଚୟ କରି ରଖିବ;