Deuteronomy 14:29 — Compare Translations
5 translations compared side by side
Odia - 1840
"ଏହି ଖାଦ୍ୟ ସକଳ ସହେି ଲବେୀୟ ଲୋକମାନଙ୍କର, କାରଣ ସମାନଙ୍କେର କୌଣସି ନିଜସ୍ବ ସଐତ୍ତି ନାହିଁ। ଏହି ଖାଦ୍ୟ ମଧ୍ଯ ଅନ୍ୟ ଲୋକମାନଙ୍କ ପାଇଁ ବିଦେଶୀମାନଙ୍କ ପାଇଁ ପିତୃହୀନ ଓ ବିଧବାମାନେ ଆସି ଭୋଜନ କରି ତୃଲ୍ଗ ହବେେ। ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ହସ୍ତକୃତ ସମସ୍ତ କର୍ମ ରେ ତୁମ୍ଭକୁ ଆଶୀର୍ବାଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗରଦ୍ଵାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଖାଦ୍ୟ ସକଳ ସେହି ଲେବୀୟ ଲୋକମାନଙ୍କର, କାରଣ ସେମାନଙ୍କର କୌଣସି ନିଜସ୍ୱ ସମ୍ପତ୍ତି ନାହିଁ। ଏହି ଖାଦ୍ୟ ମଧ୍ୟ ଅନ୍ୟ ଲୋକମାନଙ୍କ ପାଇଁ ବିଦେଶୀମାନଙ୍କ ପାଇଁ ପିତୃହୀନ ଓ ବିଧବାମାନେ ଆସି ଭୋଜନ କରି ତୃପ୍ତ ହେବେ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗର-ଦ୍ୱାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗରଦ୍ୱାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।