Deuteronomy 14:5 — Compare Translations

5 translations compared side by side

Odia - 1840
"ହରିଣ, କୃଷ୍ଣସାର, ମୃଗ, ବନଗୋରୁ, ବନଛାଗ, ଗବୟ, ବାହକ୍ସ୍ଟଟିଆ ହରିଣ ଓ ଚମରିଗାଈ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋରୁ, ମେଷ ଓ ଛେଳି, ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ବନଛାଗ ଓ ଗବୟ ଓ ବାହୁଟିଆ ହରିଣ ଓ ଚମୂରୁ,
Odia Bible ERV 2004 (ପବିତ୍ର ବାଇବଲ)
ହରିଣ, କୃଷ୍ଣସାର, ମୃଗ, ବନଗୋରୁ, ବନଛାଗ, ଗବୟ, ବାହୁଟିଆ ହରିଣ ଓ ଚମରିଗାଈ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋରୁ, ମେଷ, ଛେଳି, ହରିଣ, କୃଷ୍ଣସାର ମୃଗ, ବନଗୋରୁ, ବନଛାଗ, ଗବୟ, ବାହୁଟିଆ ହରିଣ ଓ ଚମୂରୁ,
Odia IRV 2017 (ଓଡିଆ ବାଇବେଲ)
ଗୋରୁ, ମେଷ, ଛେଳି, ହରିଣ, କୃଷ୍ଣସାର ମୃଗ, ବନଗୋରୁ, ବନଛାଗ, ଗବୟ, ବାହୁଟିଆ ହରିଣ ଓ ଚମୂରୁ,