Deuteronomy 14:7 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଓଟ, ଠକେକ୍ସ୍ଟଆ କିମ୍ବା ଶାଫନ୍ ମାନଙ୍କୁ ଖାଇବ ନାହିଁ। ସମାନେେ ପାକକ୍ସ୍ଟଳି କରନ୍ତି, କିନ୍ତୁ ସମାନଙ୍କେର ଖକ୍ସ୍ଟରା ଦକ୍ସ୍ଟଇଫାଳ ବିଶିଷ୍ଟ। ତେଣୁ ସହେି ପଶକ୍ସ୍ଟଗକ୍ସ୍ଟଡିକ ଖାଦ୍ୟ ତୁମ୍ଭମାନଙ୍କ ପାଇଁ ଅପବିତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁମାନେ ପାକୁଳି କରନ୍ତି, ଅବା ଦ୍ଵିଖଣ୍ତ-ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହିସବୁ ଭୋଜନ କରିବ ନାହିଁ; ଯଥା, ଓଟ ଓ ଠେକୁଆ ଓ ଶାଫନ୍ ପଶୁ, କାରଣ ସେମାନେ ପାକୁଳି କରନ୍ତି, ମାତ୍ର ଦ୍ଵିଖଣ୍ତ-ଖୁରାବିଶିଷ୍ଟ ନୁହନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଓଟ, ଠେକୁଆ କିମ୍ବା ଶାଫ‌ନ୍‌ମାନଙ୍କୁ ଖାଇବ ନାହିଁ। ସେମାନେ ପାକୁଳି କରନ୍ତି, କିନ୍ତୁ ସେମାନଙ୍କର ଖୁରା ଦୁଇଫାଳ ବିଶିଷ୍ଟ। ତେଣୁ ସେହି ପଶୁଗୁଡ଼ିକ ତୁମ୍ଭମାନଙ୍କ ଖାଦ୍ୟ ପାଇଁ ଅପବିତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁମାନେ ପାକୁଳି କରନ୍ତି, ଅବା ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହିସବୁ ଭୋଜନ କରିବ ନାହିଁ ଯଥା, ଓଟ, ଠେକୁଆ ଓ ଶାଫନ୍‍ ପଶୁ, କାରଣ ସେମାନେ ପାକୁଳି କରନ୍ତି, ମାତ୍ର ଦ୍ୱିଖଣ୍ଡ-ଖୁରାବିଶିଷ୍ଟ ନୁହନ୍ତି, ସେମାନେ ତୁମ୍ଭମାନଙ୍କ ନିମନ୍ତେ ଅଶୁଚି ଅଟନ୍ତି;
Odia IRV 2017 (ଓଡିଆ ବାଇବେଲ)