Deuteronomy 14:8 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଘକ୍ସ୍ଟସକ୍ସ୍ଟରି ଖାଇବା ଇଚିତ୍ ନକ୍ସ୍ଟହଁ। କାରଣ ତାଙ୍କର ଖକ୍ସ୍ଟରା ଦକ୍ସ୍ଟଇଫାଳ ବିଶିଷ୍ଟ କିନ୍ତୁ ସମାନେେ ପାକକ୍ସ୍ଟଳି କରନ୍ତି ନାହିଁ। ତେଣୁ ତୁମ୍ଭମାନଙ୍କ ପାଇଁ ଘକ୍ସ୍ଟସକ୍ସ୍ଟରି ଅପବିତ୍ର ଅଟେ। ଏପରିକି ମୃତ ଘକ୍ସ୍ଟସକ୍ସ୍ଟରି ଶବକକ୍ସ୍ଟ ଛକ୍ସ୍ଟଅଁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶୂକର, ଯେହେତୁ ସେ ବିଭକ୍ତ ଖୁରାବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି; ତୁମ୍ଭେମାନେ ସେମାନଙ୍କ ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କ ଶବ ସ୍ପର୍ଶ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଘୁସୁରି ଖାଇବା ଉଚିତ୍ ନୁହଁ। କାରଣ ତାଙ୍କର ଖୁରା ଦୁଇଫାଳ ବିଶିଷ୍ଟ କିନ୍ତୁ ସେମାନେ ପାକୁଳି କରନ୍ତି ନାହିଁ। ତେଣୁ ତୁମ୍ଭମାନଙ୍କ ପାଇଁ ଘୁସୁରି ଅପବିତ୍ର ଅଟେ। ଏପରିକି ମୃତ ଘୁସୁରି ଶବକୁ ଛୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଶୂକର, ଯେହେତୁ ସେ ବିଭକ୍ତ ଖୁରାବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟେ; ତୁମ୍ଭେମାନେ ସେମାନଙ୍କ ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କ ଶବ ସ୍ପର୍ଶ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଶୂକର, ଯେହେତୁ ସେ ବିଭକ୍ତ ଖୁରାବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟେ; ତୁମ୍ଭେମାନେ ସେମାନଙ୍କ ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କ ଶବ ସ୍ପର୍ଶ କରିବ ନାହିଁ।