Deuteronomy 14:9 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ କାତିଥିବା ବା ଡଣୋ ଥିବା ମାଛ ଖାଇପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଳଜନ୍ତୁ ମଧ୍ୟରୁ ଏହିସବୁ ତୁମ୍ଭେମାନେ ଭୋଜନ କରିବ; ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ କାତିଥିବା ବା ଡେଣା ଥିବା ମାଛ ଖାଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଳଜନ୍ତୁ ମଧ୍ୟରୁ ଏହିସବୁ ତୁମ୍ଭେମାନେ ଭୋଜନ କରିବ; ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ;
Odia IRV 2017 (ଓଡିଆ ବାଇବେଲ)
ଜଳଜନ୍ତୁ ମଧ୍ୟରୁ ଏହିସବୁ ତୁମ୍ଭେମାନେ ଭୋଜନ କରିବ; ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ;