Deuteronomy 15:1 — Compare Translations

5 translations compared side by side

Odia - 1840
"ପ୍ରତି ସାତ ବର୍ଷର ଶଷେ ରେ, ତୁମ୍ଭମାନେେ ସମସ୍ତ ଋଣ ଛାଡ କରିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତି ସାତ ବର୍ଷର ଶେଷରେ ତୁମ୍ଭେ ଋଣ କ୍ଷମା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଋଣ ଛାଡ଼ର ବିଶେଷ ବର୍ଷ “ପ୍ରତି ସାତ ବର୍ଷର ଶେଷରେ, ତୁମ୍ଭେମାନେ ସମସ୍ତ ଋଣ ଛାଡ଼ କରିଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତି ସାତ ବର୍ଷର ଶେଷରେ ତୁମ୍ଭେ ଋଣ କ୍ଷମା କରିବ।
Odia IRV 2017 (ଓଡିଆ ବାଇବେଲ)
ପ୍ରତି ସାତ ବର୍ଷର ଶେଷରେ ତୁମ୍ଭେ ଋଣ କ୍ଷମା କରିବ।