Deuteronomy 15:10 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ନିଶ୍ଚିତ ଭାବରେ ହୃଦଯ ରେ ସହିତ ତାଙ୍କୁ ଦବୋ ଉଚିତ୍। ତାଙ୍କୁ ଦବୋ ବେଳେ ତୁମ୍ଭେ କକ୍ସ୍ଟସ୍ଖିତ ହବୋ ଉଚିତ୍ ନକ୍ସ୍ଟ ହେଁ। କାରଣ ସହେି କର୍ମ ହତେକ୍ସ୍ଟ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ସମସ୍ତ କର୍ମ ରେ ଓ ତୁମ୍ଭେ ଯେଉଁ ବିଷଯ ରେ ଧ୍ଯାନ ଦିଅ, ସଦାପ୍ରଭୁ ସେଥି ରେ ତୁମ୍ଭକୁ ଆଶୀର୍ବାଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ହେତୁରୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେ ଯେ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ନିଶ୍ଚିତ ଭାବରେ ହୃଦୟର ସହିତ ତାଙ୍କୁ ଦେବା ଉଚିତ୍। ତାଙ୍କୁ ଦେବା ବେଳେ ତୁମ୍ଭେ କୁଣ୍ଠିତ ହେବା ଉଚିତ୍ ନୁହେଁ। କାରଣ ସେହି କର୍ମ ହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେଉଁ ବିଷୟରେ ଧ୍ୟାନ ଦିଅ, ସଦାପ୍ରଭୁ ସେଥିରେ ତୁମ୍ଭକୁ ଆଶୀର୍ବାଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେଉଁ ଯେଉଁ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ।
Odia IRV 2017 (ଓଡିଆ ବାଇବେଲ)