Deuteronomy 15:11 — Compare Translations

5 translations compared side by side

Odia - 1840
"ଦେଶ ରେ ସର୍ବଦା ଗରିବ ଲୋକ ରହିବେ। ଯେଉଁଥିପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା ଦଇେ କହକ୍ସ୍ଟଛକ୍ସ୍ଟ, ତୁମ୍ଭମାନେେ ତୁମ୍ଭର ଦରିଦ୍ର ଭାଇମାନଙ୍କୁ ନିଶ୍ଚଯ ସାହାୟ୍ଯ କରିବ। ତାଙ୍କର ଆବଶ୍ଯକତା ଅନକ୍ସ୍ଟସା ରେ ସମାନଙ୍କେୁ ସାହାୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଶରେ ସର୍ବଦା ଗରିବ ଲୋକ ରହିବେ। ଯେଉଁଥିପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହୁଛୁ, ତୁମ୍ଭେମାନେ ତୁମ୍ଭର ଦରିଦ୍ର ଭାଇମାନଙ୍କୁ ନିଶ୍ଚୟ ସାହାଯ୍ୟ କରିବ। ତାଙ୍କର ଆବଶ୍ୟକତା ଅନୁସାରେ ସେମାନଙ୍କୁ ସାହାଯ୍ୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, “ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ।