Deuteronomy 15:13 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭମାନେେ ଯେତବେେଳେ ତୁମ୍ଭର କ୍ରିତଦାସମାନଙ୍କୁ ମକ୍ସ୍ଟକ୍ତ କରିବ, ସେତବେେଳେ ସମାନଙ୍କେୁ ମକ୍ସ୍ଟକ୍ତ ହସ୍ତ ରେ ୟିବାକକ୍ସ୍ଟ ଦବନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବା ବେଳେ ଖାଲି ହାତରେ ଯିବାକୁ ଦେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ ଯେତେବେଳେ ତୁମ୍ଭର କ୍ରିତଦାସମାନଙ୍କୁ ମୁକ୍ତ କରିବ, ସେତେବେଳେ ସେମାନଙ୍କୁ ମୁକ୍ତ ହସ୍ତରେ ଯିବାକୁ ଦେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବା ବେଳେ ଖାଲି ହାତରେ ଯିବାକୁ ଦେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବା ବେଳେ ଖାଲି ହାତରେ ଯିବାକୁ ଦେବ ନାହିଁ।