Deuteronomy 15:14 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସମାନଙ୍କେୁ ତୁମ୍ଭମାନଙ୍କର ପଶକ୍ସ୍ଟ ମଧ୍ଯରକ୍ସ୍ଟ କିଛି, କିଛି ଶସ୍ଯ ଏବଂ କିଛି ଦ୍ରାକ୍ଷାରସ ସମାନଙ୍କେୁ ଦବୋ ଉଚିତ୍। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଶୀର୍ବାଦ କରିଥିବା ଦ୍ରବ୍ଯରକ୍ସ୍ଟ କିଛି ନିଶ୍ଚିତ ଭାବରେ ସମାନଙ୍କେୁ ଦବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପଲରୁ ଓ ଆପଣା ଖଳାରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ତାହାକୁ ଉଦାର ଭାବରେ ଯଥେଷ୍ଟ ଦାନ ଦେବ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଆଶୀର୍ବାଦ କରିବା ଅନୁସାରେ ତାହାକୁ ଦାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେମାନଙ୍କୁ ତୁମ୍ଭମାନଙ୍କର ପଶୁ ମଧ୍ୟରୁ କିଛି, କିଛି ଶସ୍ୟ ଏବଂ କିଛି ଦ୍ରାକ୍ଷାରସ ସେମାନଙ୍କୁ ଦେବା ଉଚିତ୍। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଶୀର୍ବାଦ କରିଥିବା ଦ୍ରବ୍ୟରୁ କିଛି ନିଶ୍ଚିତ ଭାବରେ ସେମାନଙ୍କୁ ଦେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପଲରୁ, ଆପଣା ଖଳାରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ତାହାକୁ ଉଦାର ଭାବରେ ଯଥେଷ୍ଟ ଦାନ ଦେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବା ଅନୁସାରେ ତାହାକୁ ଦାନ କରିବ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପଲରୁ, ଆପଣା ଖଳାରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ତାହାକୁ ଉଦାର ଭାବରେ ଯଥେଷ୍ଟ ଦାନ ଦେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବା ଅନୁସାରେ ତାହାକୁ ଦାନ କରିବ।