Deuteronomy 15:16 — Compare Translations

5 translations compared side by side

Odia - 1840
"କିନ୍ତୁ ଏପରି ହାଇପୋ ରେ କୌଣସି ଦାସ ତୁମ୍ଭକୁ ଏପରି କହିପା ରେ, 'ମୁ ତୁମ୍ଭକୁ ଛାଡିୟିବି ନାହିଁ।' ସପରେି କହିପା ରେ କାରଣ ସେ ତକ୍ସ୍ଟମ୍ଭ ନିକଟରେ ସକ୍ସ୍ଟଖ ରେ ଥାଇପା ରେ। ସେ ତୁମ୍ଭକୁ ଓ ତକ୍ସ୍ଟମ୍ଭ ପରିବାରକକ୍ସ୍ଟ ସ୍ନହେ କରୁଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭ ନିକଟରେ ସୁଖରେ ରହିବାରୁ ସେ ଯେବେ ତୁମ୍ଭକୁ ଓ ତୁମ୍ଭ ପରିବାରକୁ ସ୍ନେହ କରି କହେ, ମୁଁ ତୁମ୍ଭକୁ ଛାଡ଼ି ଯିବି ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଏପରି ହୋଇପାରେ କୌଣସି ଦାସ ତୁମ୍ଭକୁ ଏପରି କହିପାରେ, ‘ମୁଁ ତୁମ୍ଭକୁ ଛାଡ଼ିଯିବି ନାହିଁ।’ ସେପରି କହିପାରେ କାରଣ ସେ ତୁମ୍ଭ ନିକଟରେ ସୁଖରେ ଥାଇପାରେ। ସେ ତୁମ୍ଭକୁ ଓ ତୁମ୍ଭ ପରିବାରକୁ ସ୍ନେହ କରୁଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭ ନିକଟରେ ସୁଖରେ ରହିବାରୁ ସେ ଯଦି ତୁମ୍ଭକୁ ଓ ତୁମ୍ଭ ପରିବାରକୁ ସ୍ନେହ କରି କହେ, “ମୁଁ ତୁମ୍ଭକୁ ଛାଡ଼ି ଯିବି ନାହିଁ;”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭ ନିକଟରେ ସୁଖରେ ରହିବାରୁ ସେ ଯଦି ତୁମ୍ଭକୁ ଓ ତୁମ୍ଭ ପରିବାରକୁ ସ୍ନେହ କରି କହେ, ମୁଁ ତୁମ୍ଭକୁ ଛାଡ଼ି ଯିବି ନାହିଁ;