Deuteronomy 15:17 — Compare Translations
5 translations compared side by side
Odia - 1840
"ତବେେ ତୁମ୍ଭେ ଏକ ବିନ୍ଧଣୀ ନିଅ ଓ କବାଟ ଉପରେ ତାହାର କର୍ଣ୍ଣକକ୍ସ୍ଟ ଫୋଡ। ତହିଁରେ ସେ ସବୁଦିନ ତୁମ୍ଭର ଦାସ ହାଇେ ରହିବ। ପକ୍ସ୍ଟଣି ତୁମ୍ଭେ ଆପଣା ଦାସ ପ୍ରତି ଠିକ୍ ଏହିପରି କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ଏକ ବିନ୍ଧଣୀ ନେଇ କବାଟରେ ତାହାର କର୍ଣ୍ଣ ବିନ୍ଧିବ, ତହିଁରେ ସେ ସଦାସର୍ବଦା ତୁମ୍ଭର ଦାସ ହୋଇ ରହିବ । ପୁଣି ତୁମ୍ଭେ ଆପଣା ଦାସୀ ପ୍ରତି ମଧ୍ୟ ତଦ୍ରୂପ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେ ଏକ ବିନ୍ଧଣୀ ନିଅ ଓ କବାଟ ଉପରେ ତାହାର କର୍ଣ୍ଣକୁ ଫୋଡ଼। ତହିଁରେ ସେ ସବୁଦିନ ତୁମ୍ଭର ଦାସ ହୋଇ ରହିବ। ପୁଣି ତୁମ୍ଭେ ଆପଣା ଦାସୀ ପ୍ରତି ଠିକ୍ ଏହିପରି କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ଏକ ବିନ୍ଧଣୀ ନେଇ କବାଟରେ ତାହାର କର୍ଣ୍ଣ ବିନ୍ଧିବ, ତହିଁରେ ସେ ସଦାସର୍ବଦା ତୁମ୍ଭର ଦାସ ହୋଇ ରହିବ। ପୁଣି ତୁମ୍ଭେ ଆପଣା ଦାସୀ ପ୍ରତି ମଧ୍ୟ ତଦ୍ରୂପ କରିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ଏକ ବିନ୍ଧଣୀ ନେଇ କବାଟରେ ତାହାର କର୍ଣ୍ଣ ବିନ୍ଧିବ, ତହିଁରେ ସେ ସଦାସର୍ବଦା ତୁମ୍ଭର ଦାସ ହୋଇ ରହିବ। ପୁଣି ତୁମ୍ଭେ ଆପଣା ଦାସୀ ପ୍ରତି ମଧ୍ୟ ତଦ୍ରୂପ କରିବ।