Deuteronomy 15:18 — Compare Translations

5 translations compared side by side

Odia - 1840
"ତୁମ୍ଭେ ତାହାକକ୍ସ୍ଟ ମକ୍ସ୍ଟକ୍ତ କରି ବିଦାଯ କରିବା ବେଳେ ଏହା ତକ୍ସ୍ଟମ୍ଭ ଦୃଷ୍ଟି ରେ କଠିନ ବୋଧ ନ ହେଉ। କାରଣ ସେ ଛବର୍ଷ ଭିତ ରେ ଏକ ବତନଜେୀବିର ଦ୍ବିଗକ୍ସ୍ଟଣ ବତନରେ ଦାସ୍ଯକର୍ମ କରିଅଛି। ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ସକଳ କାର୍ୟ୍ଯ ରେ ତୁମ୍ଭକୁ ଆଶୀର୍ବାଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହାକୁ ମୁକ୍ତ କରି ବିଦାୟ କରିବା ବେଳେ ଏହା ତୁମ୍ଭ ଦୃଷ୍ଟିରେ କଠିନ ବୋଧ ନ ହେଉ; କାରଣ ସେ ଛଅ ବର୍ଷ ପର୍ଯ୍ୟନ୍ତ ଏକ ବେତନଜୀବୀର ଦ୍ଵିଗୁଣ ବେତନର ଦାସ୍ୟକର୍ମ କରିଅଛି; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସକଳ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ତାହାକୁ ମୁକ୍ତ କରି ବିଦାୟ କରିବା ବେଳେ ଏହା ତୁମ୍ଭ ଦୃଷ୍ଟିରେ କଠିନ ବୋଧ ନ ହେଉ। କାରଣ ସେ ଛଅ ବର୍ଷ ଭିତରେ ଏକ ବେତନଜୀବିର ଦ୍ୱିଗୁଣ ବେତନର ଦାସ୍ୟକର୍ମ କରିଅଛି। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସକଳ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବାଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହାକୁ ମୁକ୍ତ କରି ବିଦାୟ କରିବା ବେଳେ ଏହା ତୁମ୍ଭ ଦୃଷ୍ଟିରେ କଠିନ ବୋଧ ନ ହେଉ; କାରଣ ସେ ଛଅ ବର୍ଷ ପର୍ଯ୍ୟନ୍ତ ଏକ ବେତନଜୀବୀର ଦ୍ୱିଗୁଣ ବେତନର ଦାସ୍ୟକର୍ମ କରିଅଛି; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସକଳ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବାଦ କରିବେ।
Odia IRV 2017 (ଓଡିଆ ବାଇବେଲ)