Deuteronomy 15:19 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଆପଣା ଗୋରୁ ପଲରକ୍ସ୍ଟ ଓ ମଷେ ପଲରକ୍ସ୍ଟ ଜନ୍ମ ହାଇେଥିବା ପ୍ରଥମ ଅଣ୍ତିରା ଛକ୍ସ୍ଟଆକକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ପବିତ୍ର କରିବ। ତୁମ୍ଭମାନେେ ତୁମ୍ଭମାନଙ୍କର ଗୋରୁପଲର ପ୍ରଥମ ଜାତକ ଦ୍ବାରା କିଛି କର୍ମ କରିବ ନାହିଁ। ମଷେପଲର ପ୍ରଥମଜାତ ସନ୍ତାନମାନଙ୍କର ଲୋମ ଛଦନେ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଗୋରୁପଲରୁ ଓ ମେଷପଲରୁ ଉତ୍ପନ୍ନ ସମସ୍ତ ପ୍ରଥମଜାତ ପୁଂପଶୁକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବ; ତୁମ୍ଭେ ଆପଣା ଗୋରୁର ପ୍ରଥମଜାତ ଦ୍ଵାରା କୌଣସି କର୍ମ କରିବ ନାହିଁ, କିଅବା ଆପଣା ମେଷପଲର ପ୍ରଥମଜାତର ଲୋମ ଛେଦ କରିବ ନାହିଁ,
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମଜାତ ସନ୍ତାନଙ୍କ ପାଇଁ ନିୟମ “ତୁମ୍ଭେମାନେ ଆପଣା ଗୋରୁ ପଲରୁ ଓ ମେଷ ପଲରୁ ଜନ୍ମ ହୋଇଥିବା ପ୍ରଥମ ଅଣ୍ତିରା ଛୁଆକୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବ। ତୁମ୍ଭେମାନେ ତୁମ୍ଭମାନଙ୍କର ଗୋରୁପଲର ପ୍ରଥମଜାତକ ଦ୍ୱାରା କିଛି କର୍ମ କରିବ ନାହିଁ। ମେଷପଲର ପ୍ରଥମଜାତ ସନ୍ତାନମାନଙ୍କର ଲୋମ ଛେଦନ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଗୋରୁପଲରୁ ଓ ମେଷପଲରୁ ଉତ୍ପନ୍ନ ସମସ୍ତ ପ୍ରଥମଜାତ ପୁଂପଶୁକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବ; ତୁମ୍ଭେ ଆପଣା ଗୋରୁର ପ୍ରଥମଜାତ ଦ୍ୱାରା କୌଣସି କର୍ମ କରିବ ନାହିଁ, କିଅବା ଆପଣା ମେଷପଲର ପ୍ରଥମଜାତର ଲୋମ ଛେଦ କରିବ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଗୋରୁପଲରୁ ଓ ମେଷପଲରୁ ଉତ୍ପନ୍ନ ସମସ୍ତ ପ୍ରଥମଜାତ ପୁଂପଶୁକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବ; ତୁମ୍ଭେ ଆପଣା ଗୋରୁର ପ୍ରଥମଜାତ ଦ୍ୱାରା କୌଣସି କର୍ମ କରିବ ନାହିଁ, କିଅବା ଆପଣା ମେଷପଲର ପ୍ରଥମଜାତର ଲୋମ ଛେଦ କରିବ ନାହିଁ,