Deuteronomy 15:2 — Compare Translations
5 translations compared side by side
Odia - 1840
"ଏହାର ବ୍ଯବସ୍ଥା ଏହିପରି ହବେ ଯେ କହେି ୟିଏ କି ଆପଣା ପ୍ରତିବେଶୀକକ୍ସ୍ଟ କରଜ ଦଇେଛି ତାହା ସେ ଛାଡ କରିଦବେ। ସେ ତା'ର ପଡ଼ୋଶୀଙ୍କକ୍ସ୍ଟ ଋଣ ପରିଶାଧେ ନିମନ୍ତେ ପଗ୍ଭରିବା ଉଚିତ୍ ନକ୍ସ୍ଟହଁ। କାରଣ ସଦାପ୍ରଭୁ ବ୍ଯବସ୍ଥା ଅନକ୍ସ୍ଟୟାଯୀ ସେ ଏହାକକ୍ସ୍ଟ ଋଣ ଛାଡର ବର୍ଷ ଘାଷେଣା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଋଣକ୍ଷମାର ବ୍ୟବସ୍ଥା ଏହି: ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକି ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର ବ୍ୟବସ୍ଥା ଏହିପରି ହେବ ଯେକେହି ଆପଣା ପ୍ରତିବାସୀକୁ କରଜ ଦେଇଛି ତାହା ସେ ଛାଡ଼ କରିଦେବ। ସେ ତା’ର ପଡ଼ୋଶୀଙ୍କୁ ଋଣ ପରିଶୋଧ ନିମନ୍ତେ ପଗ୍ଭରିବା ଉଚିତ୍ ନୁହଁ। କାରଣ ସଦାପ୍ରଭୁ ବ୍ୟବସ୍ଥା ଅନୁଯାୟୀ ସେ ଏହାକୁ ଋଣ ଛାଡ଼ର ବର୍ଷ ଘୋଷଣା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଋଣକ୍ଷମାର ବ୍ୟବସ୍ଥା ଏହି ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକୁ ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଋଣକ୍ଷମାର ବ୍ୟବସ୍ଥା ଏହି ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକୁୁ ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି।