Deuteronomy 15:20 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସହେି ସ୍ଥାନ ରେ ତୁମ୍ଭେ ତୁମ୍ଭର ପରିବାର ସହିତ ପ୍ରତିବର୍ଷ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଉପସ୍ଥିତି ରେ ତାହା ଭୋଜନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଓ ତୁମ୍ଭ ପରିବାର ପ୍ରତି ବର୍ଷ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତାହା ଭୋଜନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତୁମ୍ଭର ପରିବାର ସହିତ ପ୍ରତି ବର୍ଷ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉପସ୍ଥିତିରେ ତାହା ଭୋଜନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଓ ତୁମ୍ଭ ପରିବାର ପ୍ରତି ବର୍ଷ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ଭୋଜନ କରିବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଓ ତୁମ୍ଭ ପରିବାର ପ୍ରତି ବର୍ଷ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ଭୋଜନ କରିବ।